ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କ ଅଣ ନାତୁଣୀ ତଥା ବିଶିଷ୍ଟ ଶିକ୍ଷାବିତ୍ ଶ୍ରୀମତୀ ସ୍ମିତା ଦାସ ସୋମବାର ଦିନ ରାଷ୍ଟ୍ରପତି ଶ୍ରୀମତୀ ଦ୍ରୌପଦୀ ମୁର୍ମୁଙ୍କୁ ଙ୍କ ୁ ରାଷ୍ଟ୍ରପତି ଭବନ ଠାରେ ସøଜନ୍ୟମୂଳକ ସାକ୍ଷାତ୍ କରିଛନ୍ତି। ଏହି ଅବସରରେ ପୂର୍ବତନ କେନ୍ଦ୍ରମନ୍ତ୍ରୀ ତଥା ସାଂସଦ ଧର୍ମେନ୍ଦ୍ର ପ୍ରଧାନ ଉପସ୍ଥିତ ଥିଲେ।
Regional





