ଭୁବନେଶ୍ୱର, ୨୨ ଅଗଷ୍ଟ : ଓଡ଼ିଆ ବିଶ୍ୱବିଦ୍ୟାଳୟର କୁଳପତି ପ୍ରଫେସର ଡକ୍ଟର ସତ୍ୟନାରାୟଣ ଆଚାର୍ଯ୍ୟ ଶନିବାର ଲୋକଭବନରେ ରାଜ୍ୟପାଳ ଡ. ହରିବାବୁ କମ୍ଭମପାଟିଙ୍କୁ ଭେଟିଛନ୍ତି ।
ଉଭୟଙ୍କ ମଧ୍ୟରେ ଏକ ସୌହାର୍ଦ୍ଦ୍ୟପୂର୍ଣ୍ଣ ଆଲୋଚନା ହୋଇଥିଲା। ଓଡ଼ିଆ ଭାଷା, ସାହିତ୍ୟ ଏବଂ ଉଚ୍ଚଶିକ୍ଷାର ପ୍ରୋତ୍ସାହନ ସହିତ ଜଡିତ ବିଷୟଗୁଡ଼ିକ ଉପରେ ଆଲୋଚନା କରାଯାଇଥିଲା।
Regional





