
ଭୀଷଣ ବର୍ଷାର ସମ୍ଭାବନା ନେଇ ଆଗାମୀ ୭ ଦିନ ରାଜ୍ୟର କେତେକ ଜିଲ୍ଲାକୁ ଚେତାବନୀ : ଆଗାମୀ ୨୪ ଘଂଟା ପାଇଁ ୧୮ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ
ଏହା ବ୍ୟତୀତ ଭୀଷଣ ବର୍ଷା ନେଇ ୬ ଜିଲ୍ଲା(ଗଞ୍ଜାମ, ଗଜପତି, ରାୟଗଡ଼ା, ନବରଙ୍ଗପୁର, କୋରାପୁଟ, ମାଲକାନଗିରି)କୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ରେଡ୍ ୱାର୍ଣ୍ଣିଂ ଜାରି ହୋଇଥିବା ଜିଲ୍ଲାଗୁଡିକରେ ୨୦ ସେ.ମି. ପର୍ଯ୍ୟନ୍ତ ବର୍ଷା, ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଥିବା ଜିଲ୍ଲାଗୁଡିକରେ ୧୨ରୁ ୨୦ ସେ.ମି. ପର୍ଯ୍ୟନ୍ତ ବର୍ଷା ଏବଂ ୟେଲୋ ୱାର୍ଣ୍ଣିଂ ଜାରି ହୋଇଥିବା ଜିଲ୍ଲାଗୁଡିକରେ ୭ରୁ ୧୧ ସେ.ମି. ପର୍ଯ୍ୟନ୍ତ ବର୍ଷା ହୋଇପାରେ ।
26/7/2026



