ଭୁବନେଶ୍ୱର, ୨୦ ଅଗଷ୍ଟ :- ଆଗାମୀ ୭ ଦିନ ଅର୍ଥାତ୍ ୨୦ ତାରିଖ ସକାଳ ଠାରୁ ଆସନ୍ତା ୨୭ ତାରିଖ ସକାଳ ପର୍ଯ୍ୟନ୍ତ ରାଜ୍ୟର କେତେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷାର ସମ୍ଭାବନା ରହିଛି । ଭୁବନେଶ୍ୱର ଆଂଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଗୁରୁବାର ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।
Regional



